Revelation 3:10 — Compare Translations

7 translations compared side by side

Odia - 1840
"ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಮಾಜೆ ಹುಕುಮ್ ಸಂಬಾಳುನ್ ಘೆವ್ನ್ ಥವ್ನ್ ಘೆಟ್ಲ್ಯಾಸಿ. ಹ್ಯಾ ಜಗಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಂಚಿ ಪರಿಕ್ಷಾ ಕರುಕ್ ಮನುನ್ ಹ್ಯಾ ಜಗಾ ವರ್ತಿ ಯೆತಲ್ಯಾ ತರಾಸಾತ್ನಾಬಿ ಮಿಯಾ ತುಮ್ಕಾ ರಾಕುನ್ ಥವ್ತಾ.