Revelation 3:11 — Compare Translations

7 translations compared side by side

Odia - 1840
"ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଶୀଘ୍ର ଆସୁଅଛି, ତୁମର ଯାହା ଅଛି, ତାହା ସୁରକ୍ଷା କର, ଯେପରି କେହି ତୁମ ନିକଟରୁ, ତୁମ ବିଜୟ ପୁରସ୍କାର ଅପହରଣ ନ କରେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಲಗ್ಗುನಾಚ್ ಯೆವ್ಲಾಲಾ. ಜೆ ಕಾಯ್ ತುಮ್ಚ್ಯಾಕ್ಡೆ ಹಾಯ್ ತೆ ಬರೆ ಕರುನ್ ಸಂಬಾಳುನ್ ಘೆವ್ನ್ ರ್‍ಹಾವಾ, ಅಸೆ ರ್‍ಹಾಲ್ಯಾರ್ ತುಮ್ಕಾ ನಾಹೊಲ್ಯಾರ್ ತುಮಿ ಜಿಕಲ್ಲ್ಯಾ ಭೊಮಾನಾ ಕೊನಾಕ್‍ಬಿ ಚೊರುನ್ ಘೆವ್ಕ್ ಹೊಯ್ನಾ.

Recommended Reading