Revelation 3:14 — Compare Translations

7 translations compared side by side

Odia - 1840
"ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାଅଦିକୀଆ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ଵସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ଵରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
“ଲାଓଦେସିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଏବଂ ଈଶ୍ୱରଙ୍କ ସମସ୍ତ ସୃଷ୍ଟିର ଆଦି ତଥା ଅନ୍ତ ସେହି “ଆମେନ୍”ଙ୍କ ଏହି ବାର୍ତ୍ତା:
Odia Bible ERV 2004 (ପବିତ୍ର ବାଇବଲ)
ଲାଅଦିକୀଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ: “ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲವೊದಿಸಿಯಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್‍ದುತಾಕ್ ಲಿವ್. ಆಮೆನ್, ಮನ್ತಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ. ತೊ ವಿಶ್ವಾಸಾಚೊ ಅನಿ ಖರಿ ಸಾಕ್ಷಿ, ದೆವಾನ್ ರಚಲ್ಲ್ಯಾ ಸಗ್ಳ್ಯಾಚೊ ಮುಳ್ ತೊ.