Revelation 3:19 — Compare Translations

7 translations compared side by side

Odia - 1840
"ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେତେ ଲୋକଙ୍କୁ ଭଲ ପାଉ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନ ପରିବର୍ତ୍ତନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେଉଁମାନଙ୍କୁ ପ୍ରେମ କରେ, ସେମାନଙ୍କୁ ତିରସ୍କାର କରେ ଓ ଶାସ୍ତି ଦିଏ। ତେଣୁ ଆନ୍ତରିକତା ସହିତ ପାପ ପଥରୁ ଫେରି ଆସ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯେଉଁମାନଙ୍କୁ ପ୍ରେମ କରେ ସେମାନଙ୍କୁ ସଂଶୋଧନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಪ್ರೆಮ್ ಕರ್ತಲ್ಯಾಕ್ನಿ ಮಿಯಾ ಜೊರ್ ಕರ್ತಾ ಅನಿ ಶಿಕ್ಷಾ ದಿತಾ. ತಿಯಾ ಉಮ್ಮೆದಿಚೊ ಹೊವ್ಚೊ, ಅನಿ ತುಜೆ ಪಾಪಾಚೆ ಜಿವನ್ ಸೊಡುನ್ ಬರೊ ಹೊವ್ಚೊ.