Revelation 3:21 — Compare Translations
7 translations compared side by side
Odia - 1840
"ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେପରି ଜୟ କରି ଆମ୍ଭର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛୁ, ସେପରି ଯେ ଜୟ କରେ, ଆମ୍ଭେ ତାହାଙ୍କୁ ଆମ୍ଭ ସହିତ ଆମ୍ଭର ସିଂହାସନରେ ବସିବାକୁ ଦେବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।
Odia Bible ERV 2004 (ପବିତ୍ର ବାଇବଲ)
“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಜಿಕುನ್ ಜಯ್ ಹೊವ್ನ್ ಯೆತಾ, ತೆಂಕಾ ಕಸೆ ಮಿಯಾ ಜಿಕುನ್ ಜಯ್ ಹೊವ್ನ್ ಯೆವ್ನ್ ಬಾಬಾಚ್ಯಾ ಸಿವಾಸನಾ ವರ್ತಿ ಬಸ್ಲಾ, ತಸೆಚ್ ಮಾಜ್ಯಾ ಬಾಜುಕ್ ಮಾಜ್ಯಾ ಸಿವಾಸನಾಚ್ಯಾ ವರ್ತಿ ಬಸ್ತಲೊ ಹಕ್ಕ್ ಮಿಯಾ ದಿತಾ.