Revelation 3:4 — Compare Translations

7 translations compared side by side

Odia - 1840
"ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ସାର୍ଦ୍ଦିସ୍ରେ ତୁମମାନଙ୍କ ମଧ୍ୟରୁ ଅଳ୍ପ କେତେଜଣ ସେମାନଙ୍କର ପୋଷାକ ନିର୍ମଳ ରଖିଛନ୍ତି। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ମୋ’ ସଙ୍ଗରେ ଗମନାଗମନ କରିବେ, କାରଣ ଏଥିପାଇଁ ସେମାନଙ୍କର ଯୋଗ୍ୟତା ଅଛି।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಾರ್ದಿಸಾತ್ ತುಮ್ಚ್ಯಾ ಮದ್ಲ್ಯಾ ಉಲ್ಲ್ಯಾ ಲೊಕಾನಿ ಅಪ್ನಾಚೆ ಕಪ್ಡೆ ಮ್ಹೆಳ್ವಿ ನಸ್ತಾನಾ ಥವ್ನ್ ಘೆಟ್ಲ್ಯಾನಾತ್. ತುಮಿ ಫಾಂಡ್ರೆ ಕಪ್ಡೆ ನೆಸುನ್ ಮಾಜ್ಯಾ ವಾಂಗ್ಡಾ ಚಲ್ತ್ಯಾಶಿ. ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಹೆಕಾ ಯೊಗ್ಯ್ ಹಾಸಿ.