Revelation 3:5 — Compare Translations

7 translations compared side by side

Odia - 1840
"ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ଵୀକାର କରିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।
Odia Bible ERV 2004 (ପବିତ୍ର ବାଇବଲ)
ଯେ ବିଜୟୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସେହି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମୋହର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନାରେ ସ୍ୱୀକାର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಜಿಕುನ್ ಜಯ್ ಹೊತ್ಯಾತ್ ತೆಂಕಾ ಅಸೆ ಫಾಂಡ್ರೆ ಕಪ್ಡೆ ನೆಸ್ವುನ್ ಹೊತ್ಯಾತ್, ಅನಿ ಮಿಯಾ ಜಿವಾಚ್ಯಾ ಪುಸ್ತಕಾತ್ನಾ ತೆಂಚಿ ನಾವಾ ಪುಸುನ್ ಕಾಡಿನಾ. ಮಾಜ್ಯಾ ಬಾಬಾಚ್ಯಾ ಅನಿ ತ್ಯೆಚ್ಯಾ ದುತಾಂಚ್ಯಾ ಇದ್ರಾಕ್ ತಿ ಮಾಜಿ ಲೊಕಾ ಮನುನ್ ಕಾಯ್ಬಿ ಧಾಪಿನಸ್ತಾನಾ ಮಿಯಾ ಸಾಂಗ್ತಾ.