Revelation 3:8 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭର ସବୁକାର୍ୟ୍ଯ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖ ରେ ଗୋଟିଏ ଦ୍ବାର ଖାେଲା ରଖିଛି। କହେି ତାହାକୁ ବନ୍ଦ କରିପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମାରେ ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମାେ ନାମ ଉଚ୍ଚାରଣ କରିବା ପାଇଁ କବେେ ଭୟ କରିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ଵାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ଵୀକାର କରି ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରିପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಕಾಯ್ ಕರ್ತೆ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ತುಮ್ಕಾ ಉಲ್ಲೊ ಬಳ್ ಕಮಿ ಹಾಯ್, ತುಮಿ ಮಿಯಾ ಶಿಕ್ವಲ್ಲ್ಯಾ ಗೊಸ್ಟಿಯಾಂಚ್ಯಾ ಸರ್ಕೆ ಚಲುನ್; ಮಾಜಿ ಗೊಸ್ಟಿಯಾ ತಿರಸ್ಕಾರ್ ಕರುಕ್ನ್ಯಾಶಿ ಮಾಕಾ ವಿಶ್ವಾಸಾನ್ ರ್ಹಾಲ್ಯಾಶಿ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ಮಿಯಾ ತುಮ್ಚ್ಯಾಸಾಟ್ನಿ ಎಕ್ ದಾರ್ ಉಗ್ಡುನ್ ಥವ್ಲಾ ತೆ ಕೊನಾಚ್ಯಾನ್ಬಿ ಧಾಪುಕ್ ಹೊಯ್ನಾ.