Revelation 3:9 — Compare Translations
7 translations compared side by side
Odia - 1840
"ଶୁଣ! ତୁମ୍ଭ ମଧିଅରେ ଶୟତାନର ଗୋଟିଏ ଦଳ ଅଛି। ସମାନେେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତ ରେ ସମାନେେ ମିଥ୍ଯାବାଦୀ। ସମାନେେ ବାସ୍ତବ ରେ ୟିହୁଦୀ ନୁହଁନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସମାନଙ୍କେର ମୁଣ୍ଡ ନୁଆଁଇବି। ତବେେ ସମାନେେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ ରମେ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଣ! ଯେଉଁ କେତେକ ମିଥ୍ୟାବାଦୀ ନିଜ ନିଜକୁ ଇହୁଦୀ ବୋଲି ଦାବୀ କରନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି, ଶୟତାନର ସେହି ଲୋକମାନଙ୍କୁ ମୁଁ ତୁମର ପଦାନତ କରିବି। ମୁଁ ତୁମକୁ ପ୍ରେମ କରେ ବୋଲି ସେମାନେ ସମସ୍ତେ ଜାଣିବେ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಯ್ಕ್! ತ್ಯಾ ಸೈತಾನಾಕ್ ಸಮಂದ್ಪಡಲ್ಲ್ಯಾ ತಾಂಡ್ಯಾಚೆ ಸರ್ಕೆ,ತೆನಿ ಜುದೆವ್ ನ್ಹಯ್ ಹೊಲ್ಯಾರ್ಬಿ ಅಪ್ನಿ ಜುದೆವ್ ಮನುನ್ ಸಾಂಗ್ತಲಿ ಲೊಕಾ ತಿ. ಮಿಯಾ ತ್ಯಾ ಲೊಕಾನಿ ಯೆವ್ನ್ ತುಮ್ಚ್ಯಾ ಪಾಂಯಾತ್ನಿ ಪಡಿಸರ್ಕೆ ಕರ್ತಾ. ತನ್ನಾ ತೆಂಕಾ ಕಳುನ್ ಯೆತಾ ಮಿಯಾ ತುಮ್ಚೊ ಪ್ರೆಮ್ ಕರ್ತಾ ಮನುನ್.