Revelation 4:1 — Compare Translations

7 translations compared side by side

Odia - 1840
"ଏହାପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ସ୍ବର୍ଗର ଗୋଟିଏ ଦ୍ବାର ଖାେଲା ହାଇେଅଛି। ମୁଁ ଯେଉଁ ସ୍ବର ପୂର୍ବରୁ ଶୁଣିଥିଲି, ସହେି ସ୍ବର ପୁଣି ଶୁଣିଲି। ଏହି ସ୍ବର ତୂରୀନାଦର ଶବ୍ଦ ପରି ମନେ ହେଲା। ସହେି ସ୍ବର କହିଲା, ଏଠାରୁ ଉପରକୁ ଉଠିଆସ ଏବଂ ଭବିଷ୍ଯତ ରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦଖାଇବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସମୟରେ ମୁଁ ଆଉ ଗୋଟିଏ ଦୃଶ୍ୟ ଦେଖିଲି। ସ୍ୱର୍ଗରେ ଗୋଟିଏ ଦ୍ୱାର ଖୋଲି ଯାଇଥିଲା ଏବଂ ତୂରୀ ଧ୍ୱନି ପରି ଏକ କଣ୍ଠସ୍ୱରରୁ ମୋତେ ନିର୍ଦ୍ଦେଶ ମିଳିଲା; “ଏଠାକୁ ଉଠି ଆସ। ଏହାପରେ ଯାହାସବୁ ଘଟିବାକୁ ଯାଉଛି, ତାହା ମୁଁ ତୁମକୁ ଦେଖାଇବି।”
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କର ସ୍ୱର୍ଗ ଦେଖିବା ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”
Odia IRV 2017 (ଓଡିଆ ବାଇବେଲ)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಅನಿ ಎಕ್ ದರ್ಶನ್ ಮಾಕಾ ಹೊಲೆ, ಸರ್ಗಾರ್ ಎಕ್ ದಾರ್ ಉಗಡಲ್ಲೆ ಮಿಯಾ ಬಗಟ್ಲೊ. ಅನಿ ಅದ್ದಿ ಆಯ್ಕಲ್ಲ್ಯಾ ಪಂವ್ಯಾಚ್ಯಾ ಅವಾಜಾ ಸಾರ್ಕೆ ಆಯ್ಕೊ ಯೆಲ್ಲೊ ಧನ್ ಮಾಕಾ ಆಯ್ಕೊ ಯೆಲೊ. ತ್ಯಾ ಧನಾನ್,“ತಿಯಾ ವರ್ತಿ ಚೆಡುನ್ ಯೆ, ಹೆಚ್ಯಾ ಮಾನಾ ಕಾಯ್ -ಕಾಯ್ ಹೊವ್ಕ್ ಪಾಜೆ ಮನುನ್ ಮಿಯಾ ತುಕಾ ದಾಕ್ವುನ್ ದಿತಾ”. ಮಟ್ಲ್ಯಾನ್.