Revelation 4:10 — Compare Translations

7 translations compared side by side

Odia - 1840
"ଚବିଶଜଣ ପ୍ରାଚୀନ ବ୍ଯକ୍ତି ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କ ସମ୍ମୁଖ ରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସମାନେେ ତାହାଙ୍କ ସମ୍ମୁଖ ରେ ନିଜର ମୁକୁଟ ରଖି କହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବୋକ୍ତ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଚିରଞ୍ଜୀବୀ ବ୍ୟକ୍ତିଙ୍କ ସିଂହାସନ ସମ୍ମୁଖରେ ପ୍ରଣିପାତ କରି ତାଙ୍କର ଆରାଧନା କରିବାକୁ ଲାଗିଲେ। ପୁଣି ସିଂହାସନ ତଳେ ନିଜ ନିଜ ମୁକୁଟ ଥୋଇ ଦେଇ ରିହଲେ,
Odia Bible ERV 2004 (ପବିତ୍ର ବାଇବଲ)
ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾರ್-ಚಾರ್ ಸಿವಾಸನಾಂಚ್ಯಾ ವರ್ತಿ ಬಸಲ್ಲಿ ಜಾನ್ತಿ ಲೊಕಾ ತ್ಯಾ ಸಿವಾಸನಾರ್ ಬಸಲ್ಲ್ಯಾಚ್ಯಾ ಇದ್ರಾಕ್ ಡಬ್ ಪಡಿತ್ ಅನಿ ಸದಾ ಸರ್ವತಾಕ್ ಝಿತ್ತೊ ರ್‍ಹಾತಲ್ಯಾಚೆ ಆರಾದನ್ ಕರಿತ್. ತೆನಿ ತ್ಯಾ ಸಿವಾಸನಾಚ್ಯಾ ಇದ್ರಾಕ್ ಅಪ್ನಾಚಿ ಮುಕುಟ್ ಕಾಡುನ್ ಥೈತ್ ಅನಿ,