Revelation 4:11 — Compare Translations
7 translations compared side by side
Odia - 1840
" ହେ ପ୍ରଭୁ! ଆମ୍ଭର ପରମେଶ୍ବର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”
Odia Bible ERV 2004 (ପବିତ୍ର ବାଇବଲ)
“ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಮ್ಚ್ಯಾ ಸರ್ವೆಸ್ವರಾ ಅನಿ ಅಮ್ಚ್ಯಾ ದೆವಾ! ಮಾನ್, ಮಹಿಮಾ, ಅನಿ ಪದ್ವಿ ಸಗ್ಳಿ ತುಜಿಚ್ ಹೊವ್ಕ್ ಪಾಜೆ. ತಿಯಾಚ್ ಸಗ್ಳೆ ರಚ್ಲೆಯ್, ಅನಿ ತಿಯಾ ಮನ್ ಕರಲ್ಲ್ಯಾಸಾಟಿ ಸಗ್ಳೆ ರಚನ್ ಹೊಲಾ ಅನಿ ತೆಕಾ ಜಿವ್ ಹಾಯ್”. ಮನುಲಾಗಲ್ಲ್ಯಾನಿ.