Revelation 4:2 — Compare Translations

7 translations compared side by side

Odia - 1840
"ତତ୍କ୍ଷଣାତ୍ ଆତ୍ମା ମାେତେ ତାହାଙ୍କ ଅଧୀନକୁ ନଇଗେଲେ। ସ୍ବର୍ଗ ରେ ମାେ ସମ୍ମୁଖ ରେ ଗୋଟିଏ ସିଂହାସନ ଥିଲା। ସହେି ସିଂହାସନ ରେ ଜଣେ ବସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସଙ୍ଗେ ସଙ୍ଗେ ପବିତ୍ରଆତ୍ମାଙ୍କ ଦ୍ୱାରା ଆବିଷ୍ଟ ହୋଇ ମୁଁ ଦେଖିଲି, ସ୍ୱର୍ଗରେ ଗୋଟିଏ ସିଂହାସନରେ ଜଣେ କେହି ବସିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତ‌‌‌‌‌ତ୍‌‌‌‌‌କ୍ଷଣାତ‌୍ ‌ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ಆತ್ಮೊಚ್ ಮಾಕಾ ಚಾಲ್ವುನ್ ನ್ಹೆವ್ಕ್‌ಲಾಗ್ಲೊ. ಥೈ ಸರ್‍ಗಾ ವರ್ತಿ ಎಕ್ ಸಿವಾಸನ್ ಹೊತ್ತೆ, ತ್ಯೆಚ್ಯಾ ವರ್ತಿ ಕೊನ್‍ ಕಿ ಎಕ್ಲೊ ಬಸಲ್ಲೊ ಹೊತ್ತೊ.