Revelation 4:3 — Compare Translations
7 translations compared side by side
Odia - 1840
"ସିଂହାସନ ରେ ଯେଉଁ ବ୍ଯକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ଯବାନ ସୂର୍ୟ୍ଯକାନ୍ତମଣି ଓ ପଦ୍ମରାଗମଣି ଭଳି ଦଖାଯାେଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶାେଭା ସଦୃଶ ଗୋଟିଏ ମେଘଧନୁ ଘରେି ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ମୁଖ ହୀରା ଓ ମାଣିକ୍ୟ ପରି ଝଟକୁ ଥିଲା ଓ ସିଂହାସନକୁ ମର୍କତ ମଣି ସଦୃଶ ଗୋଟିଏ ଇନ୍ଦ୍ରଧନୁ ବେଷ୍ଟନ କରି ରହିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಸಲ್ಲ್ಯಾಚೆ ತೊಂಡ್ ಸುರ್ಯಕಾಂತ್ ಅನಿ ಪದ್ಮರಾಗ್ ಮೊತಿಯಾಂಚ್ಯಾ ಸರ್ಕೊ ದಿಸುಲಾಗಲ್ಲೊ, ಸಿವಾಸನಾಚ್ಯಾ ಭೊತ್ಯಾನಿ ಪಚ್ಚೆ ಸರ್ಕೆ ದಿಸ್ತಲೆ ಎಕ್ ಕಾಮನ್ಬಿಲ್ ಹೊತ್ತೆ.