Revelation 4:5 — Compare Translations

7 translations compared side by side

Odia - 1840
"ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହାସନରୁ ବିଜୁଳିର ଝଲକ, ଗୁରୁଗମ୍ଭୀର ଶବ୍ଦ ଓ ବଜ୍ର ଧ୍ୱନି ନିଃସୃତ ହେଉଥିଲା। ସିଂହାସନ ସମ୍ମୁଖରେ ଈଶ୍ୱରଙ୍କ ସପ୍ତ ଆତ୍ମାର ପ୍ରତୀକ ସପ୍ତ ମଶାଲ ଜଳୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।
Odia IRV 2017 (ଓଡିଆ ବାଇବେଲ)
ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ୱରଙ୍କ ସପ୍ତ ଆତ୍ମା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಮದ್ಲ್ಯಾ ಸಿವಾಸನಾಕ್ನಾ ಮಿಂಚ್ ಮಾರಿ, ಅನಿ ದುಸ್ರೊ, ದುಸ್ರೊ ಅವಾಜ್ ಯೆಯ್ ಮೊಟೊ ಗುಡ್ಗುಡೊ ಭಾಯ್ರ್ ಯೆಯ್. ಸಿವಾಸನಾಚ್ಯಾ ಇದ್ರಾಕ್ ಸಾತ್ ದಿವೆ ಪೆಟಲ್ಲೆ ಹೊತ್ತೆ. ತೆ ದಿವೆ ದೆವಾಚೆ ಸಾತ್ ಆತ್ಮೆ.