Revelation 4:6 — Compare Translations
7 translations compared side by side
Odia - 1840
"ସହେି ସିଂହାସନ ସମ୍ମୁଖ ରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦଖାଯାେଉଥିଲା, ଯାହା ସ୍ଫଟିକପରି ସ୍ବଚ୍ଛ ଥିଲା। ସହେି ସିଂହାସନର ଚାରିପଟେ ଚା ରୋଟି ଜୀବିତ ପ୍ରାଣୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା। ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡೆಚ್ ನ್ಹಯ್ ಸಿವಾಸನಾಚ್ಯಾ ಇದ್ರಾಕ್ ಝಳ್ಝಳ್ತಲ್ಯಾ ಕಾಜೆಚೆ ಸಮುಂದರ್ ಅಸಲ್ಲ್ಯಾ ಸರ್ಕೆ ಹೊತ್ತೆ ತವ್ಡೆಚ್ ನ್ಹಯ್ ತೆಚ್ಯಾಫಿಡೆ ಸ್ಪಟಿಕ್ ಸಾರ್ಕೆ ಪವಿತ್ರ್ ಹೊತ್ತೆ. ಸಿವಾಸನಾಕ್ಡೆ ತೆಕಾ ಚಾರಿ ಬಾಜಿನಿ ಚಾರ್ ಸಾವ್ಜಾ ಹೊತ್ತಿ. ತೆಂಕಾ ಫಾಟಿಬಿ ಫಿಡೆಬಿ ಸಗ್ಳ್ಯಾಬರ್ ಡೊಳೆ ಹೊತ್ತೆ.