Revelation 4:7 — Compare Translations

7 translations compared side by side

Odia - 1840
"ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ପ୍ରାଣୀଟି ସିଂହ ପରି ଦେଖାଯାଉଥିଲା; ଦ୍ୱିତୀୟଟି ଷଣ୍ଢ ପରି ଦିଶୁଥିଲା। ତୃତୀୟଟିର ମୁଖ ମନୁଷ୍ୟର ମୁଖ ପରି ଥିଲା ଏବଂ ଚତୁର୍ଥଟି ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଦିଶୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡନ୍ତା ଉତ୍କ୍ରୋଶ ପକ୍ଷୀ ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚೆ ಸವಾಜ್ ಸಿವಾ ಸರ್ಕೆ ದಿಸಿ; ದೊನ್ವೆಚೆ ಬೈಲಾಚ್ಯಾ ಸರ್ಕೆ ದಿಸಿ. ತಿನ್ವೆಚ್ಯಾಕ್ ಮಾನ್ಸಾಚ್ಯಾ ಸರ್ಕೆ ತೊಡ್ ಹೊತ್ತೆ, ಅನಿ ಚಾರ್‍ವೆಚೆ ಹುಡ್ತಲ್ಯಾ ಗರುಡಾಚ್ಯಾ ಸರ್ಕೆ ಹೊತ್ತೆ.