Revelation 4:9 — Compare Translations

7 translations compared side by side

Odia - 1840
"ଏହି ଜୀବିତ ପ୍ରାଣୀମାନେ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ଯବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಚಾರ್ ಸಾವ್ಜಾ ತ್ಯಾ ಸಿವಾಸನಾ ವರ್ತಿ ಬಸಲ್ಲ್ಯಾಕ್, ಗೌರವಾಚ್ಯಾ, ಮಹಿಮೆಚ್ಯಾ, ಧನ್ಯವಾದ್ ದಿತಲ್ಯಾ ಗಿತಾ ಗಾವಿತ್. ತೊ ಸದಾ ಸರ್ವತಾಕ್ ತೊ ಝಿತ್ತೊ ರ್‍ಹಾತಾ ಮನುನ್ ತೆನಿ ಗಿತ್ ಮನ್ತಾನಾ,