Revelation 5:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କର ଦକ୍ଷିଣ ହସ୍ତ ରେ ଗୋଟିଏ ଚର୍ମପତ ର ଥିବାର ଦେଖିଲି। ସହେି ଚର୍ମପତ୍ରଟିର ଉଭୟ ପଟେ ଲଖାେ ହାଇେଥିଲା। ସହେି ଚର୍ମପତ୍ରଟି ସାତାଟେି ମୁଦ୍ରା ରେ ବନ୍ଦ କରାଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿವಾಸನಾಚ್ಯಾ ವರ್ತಿ ಬಸಲ್ಲ್ಯಾಚ್ಯಾ ಉಜ್ವ್ಯಾ ಹಾತಿತ್ ಮಾಕಾ ಎಕ್ ಸುಳ್ಳಿ ದಿಸ್ಲಿ, ತ್ಯೆಚ್ಯಾ ವರ್ತಿ ದೊನ್ ಬಾಜುನಿಬಿ ಲಿವಲ್ಲೆ ಹೊತ್ತೆ. ಅನಿ ತಿ ಸುಳ್ಳಿ ಸಾತ್ ಛಪ್ಪೆ ಮಾರುನ್ ಘಟ್ ಭಾಂದಲ್ಲಿ ಹೊತ್ತಿ,