Revelation 5:10 — Compare Translations
7 translations compared side by side
Odia - 1840
"ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ଯ ସ୍ବରୂପ, ଓ ଆମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଯାଜକଗଣ କରିଅଛ। ସମାନେେ ଏ ପୃଥିବୀ ଉପରେ ରାଜତ୍ବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತೆಂಕಾ ದೆವಾಚಿ ಸೆವಾ ಕರ್ತಲೊ ಎಕ್ ಯಾಜಕ್ ಅನಿ ರಾಜ್ ಕರುನ್ ಥವ್ಲೆ, ಅನಿ ತೆನಿ ಸಗ್ಳ್ಯಾ ಜಗಾ ವರ್ತಿ ಅಧಿಕಾರ್ ಚಾಲ್ವುತಾತ್.