Revelation 5:11 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପୁଣି ଅନାଇ ଦେଖଲି, ହଜାର ହଜାର ଓ ଲକ୍ଷ ଲକ୍ଷ ସ୍ୱର୍ଗଦୂତ ସିଂହାସନକୁ, ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କୁ ଘେରି ଠିଆ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಕಾ ಹಜಾರಾನ್ ಅನಿ ಕರೊಡಾನ್ ದೆವ್‍ದುತಾ ದಿಸ್ಲಿ, ತೆಂಚೊ ಅವಾಜ್ ಮಿಯಾ ಆಯಿಕ್ಲೊ, ತಿ ಸಗ್ಳಿ ದೆವ್‍ದುತಾ ಸಿವಾಸನಾಚ್ಯಾ ಭೊತ್ಯಾನಿ ಇಬೆ ಹೊತ್ತಿ. ತ್ಯಾ ಚಾರ್ ಸಾವ್ಜಾನಿ ಅನಿ ತ್ಯಾ ಜಾನ್ತ್ಯಾ ಲೊಕಾನಿ,