Revelation 5:12 — Compare Translations
7 translations compared side by side
Odia - 1840
"ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉଚ୍ଚ ସ୍ୱରରେ ଗୀତ ଗାଉଥିଲେ। “ନିହତ ହୋଇଥିବା ସେହି ମେଷଶାବକ କ୍ଷମତା, ଐଶ୍ୱର୍ଯ୍ୟ, ଜ୍ଞାନ ଓ ଶକ୍ତି ସମ୍ଭ୍ରମ, ଗୌରବ ଓ ପ୍ରଶଂସାର ଭାଜନ!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ: “ମେଷଶାବକ ଯେ ବଳିକୃତ ଥିଲେ, ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಳುನ್ ಮೊಟ್ಯಾನ್ ಎಕ್ ಗಿತ್ ಗಾವ್ಲ್ಯಾನಿ; ಅದ್ದಿ ಎಗ್ದಾ ಜಿವಾನಿ ಮಾರಲ್ಲೆ ಬೊಕ್ಡು, ಅದಿಕಾರ್, ಆಸ್ತಿ, ಜ್ಞಾನ್, ಅನಿ ತಾಕತ್, ಮಾನ್, ಮಹಿಮಾ ಅನಿ ಸುತ್ತಿ ಗಾವುಕ್ ಯೊಗ್ಯ್ ಹಾಯ್!