Revelation 5:13 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସ୍ୱର୍ଗ, ପୃଥିବୀ, ପାତାଳ ଓ ସମୁଦ୍ରର ସମସ୍ତ ଜୀବ ଏବଂ ବିଶ୍ୱର ସମସ୍ତ ପ୍ରାଣୀଙ୍କୁ ଗୀତ ଗାଉଥିବାର ମୁଁ ଶୁଣିଲି। ସେମାନେ ଗାଉଥିଲେ: “ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ତାଙ୍କ ମେଷଶାବକଙ୍କର ପ୍ରଶଂସା କର। ତାଙ୍କ ସମ୍ଭ୍ରମ, ଗୌରବ ଓ ପରାକ୍ରମ ଅନନ୍ତ କାଳସ୍ଥାୟୀ!”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି: “ଯେ ସିଂହାସନରେ ବସିଛନ୍ତି, ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾ ವೈಲಿ ಜನಾವರಾ, ಜಿಮ್ನಿ ವೈಲಿ ಜನಾವರಾ, ಅನಿ ಜಿಮ್ನಿಚ್ಯಾ ಖಾಯ್ಲಿ ಅನಿ ಸಮುಂದರಾತ್ಲಿ ಜನಾವರಾ ಅನಿ ಹ್ಯಾ ಜಗಾತ್ ರಚಲ್ಲೆ ಸಗ್ಳೆ ಗಿತ್ ಗಾವ್ತಲೆ ಮಿಯಾ ಆಯಿಕ್ಲೊ. ಸಿವಾಸನಾ ವರ್ತಿ ಬಸಲ್ಲ್ಯಾಕ್ ಅನಿ ಬೊಕ್ಡಾಕ್ ಸುತ್ತಿ, ಅನಿ ಮಾನ್, ಮಹಿಮಾ ಅನಿ ಪದ್ವಿ ಸದಾ ಸರ್ವತಾಕ್!.