Revelation 5:2 — Compare Translations

7 translations compared side by side

Odia - 1840
"ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ବର ରେ କହିଲେ, ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ଯ ଅଟନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ମୁଁ ଦେଖିଲି, ଜଣେ ମହାପରାକ୍ରାନ୍ତ ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ ଘୋଷଣା କରି କହୁଛନ୍ତି: “ମୋହରଗୁଡ଼ିକ ଭାଙ୍ଗି ଏହି ପାଣ୍ଡୁଲିପିଟିକୁ ଖୋଲିବା ପାଇଁ କେହି ଯୋଗ୍ୟ ବ୍ୟକ୍ତି ଥିଲେ, ବାହାରି ଆସନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಮೊಟೊ ದೆವ್‍ದುತಾ ಮಾಕಾ ದಿಸ್ಲೊ, ತೆನಿ ಮೊಟ್ಯಾನ್, “ಹೆ ಸಾತ್ ಛಪ್ಪೆ ಫೊಡುನ್ ಹಿ ಸುಳ್ಳಿ ಉಗಡ್ತಲೊ ಬಳ್ ಅಸಲ್ಲೊ ಕೊನ್ ತೊ ಸಾಂಗ್?” ಮಟ್ಲ್ಯಾನ್.