Revelation 5:3 — Compare Translations
7 translations compared side by side
Odia - 1840
"କିନ୍ତୁ ସହେି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ବର୍ଗ, ମର୍ତ୍ତ୍ଯ ବା ପାତାଳ ରେ କାହାରି ସାଧ୍ଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେହି ପାଣ୍ଡୁଲିପି ଫିଟାଇ ସେଥିରେ କଅଣ ଲେଖାଅଛି, ପଢ଼ିବାକୁ ସ୍ୱର୍ଗରେ, ପୃଥିବୀରେ କିମ୍ବା ପାତାଳରେ କେହି ବାହାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା’ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸರ್ಗಾರ್ ಹೊಂವ್ದಿತ್, ಜಗಾತ್ ಹೊಂವ್ದಿತ್, ಜಿಮ್ನಿಚ್ಯಾ ಖಾಯ್ಲ್ ಹೊಂವ್ದಿತ್. ಹಿ ಸುಳ್ಳಿ ಫೊಡುನ್ ಉಗ್ಡುನ್ ಬಗ್ತಲೊ ಕೊನ್ಬಿ ನತ್ತೊ.