Revelation 5:6 — Compare Translations
7 translations compared side by side
Odia - 1840
"ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಸಿವಾಸನಾಚ್ಯಾ ಇದ್ರಾಕ್ ಎಕ್ ಬೊಕ್ಡು ಇಬೆ ಹೊತ್ತೆ ಮಾಕಾ ದಿಸ್ಲೆ. ತ್ಯಾ ಚಾರ್ ಸಾವ್ಜಾಂಚ್ಯಾ ಅನಿ ತ್ಯಾ ಇಸಾರ್-ಚಾರ್ ಜಾನ್ತ್ಯಾ ಲೊಕಾಂಚ್ಯಾ ಮದ್ದಿ ತೆ ಬೊಕ್ಡು ಇಬೆ ಹೊತ್ತೆ. ತೆ ಅದ್ದಿ ಜಿವಾನಿ ಮಾರುನ್ ಹೊಲ್ಲೆ ಹೊತ್ತೆ ಸರ್ಕೆ ದಿಸಿ. ತೆಕಾ ಸಾತ್ ಶಿಂಗಾ ಅನಿ ಸಾತ್ ಡೊಳೆ ಹೊತ್ತೆ. ತೆ ಹ್ಯಾ ಜಗಾತ್ ಸಗ್ಳ್ಯಾಕ್ಡೆ ಫಿರುನ್ ಯೆವ್ಕ್ ಧಾಡಲ್ಲೆ ದೆವಾಚೆ ಸಾತ್ ಆತ್ಮೆ.