Revelation 5:7 — Compare Translations
7 translations compared side by side
Odia - 1840
"ସହେି ମଷେଶାବକ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷଶାବକ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ନିକଟକୁ ଯାଇ ତାଙ୍କ ଡ଼ାହାଣ ହାତରୁ ପାଣ୍ଡୁଲିପିଟି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಬೊಕ್ಡು ಫಿಡೆ ಗೆಲೆ ಅನಿ ಸಿವಾಸನಾಚ್ಯಾ ವರ್ತಿ ಬಸಲ್ಯಾಚ್ಯಾ ಉಜ್ವ್ಯಾ ಹಾತಾತ್ನಾ ತಿ ಸುಳ್ಳಿ ಘೆಟ್ಲ್ಯಾನ್.