Revelation 5:8 — Compare Translations
7 translations compared side by side
Odia - 1840
"ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಸುಳ್ಳಿ ತೆನಿ ಹಾತಿತ್ ಘೆಟಲ್ಲ್ಯಾ ತನ್ನಾಚ್ ತಿ ಚಾರ್ ಸಾವ್ಜಾ ಅನಿ ಅನಿ ತಿ ಇಚಾರ್-ಚಾರ್ ಜಾನ್ತಿ ಲೊಕಾ ತ್ಯಾ ಬೊಕ್ಡಾಚ್ಯಾ ಇದ್ರಾಕ್ ಡಬ್ ಪಡ್ಲಿ. ಸಗ್ಳ್ಯಾಂಚ್ಯಾ ಹಾತಾತ್ನಿ ಎಕೆಕ್ ಹಾರ್ಪ್ ಅನಿ ದೆವಾಚ್ಯಾ ಲೊಕಾಂಚಿ ಮಾಗ್ನಿಯಾ ಮನ್ತಲಿ ದುಪ್ ಘಾಲ್ತಲಿ ಎಕೆಕ್ ಸೊನ್ಯಾಚಿ ಆಯ್ದಾನಾ ಹೊತ್ತಿ.