Revelation 5:9 — Compare Translations
7 translations compared side by side
Odia - 1840
"ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಎಕ್ ನ್ಹವಿ ಗಿತ್ ಗಾವ್ಲ್ಯಾನಿ, ಸುಳ್ಳಿ ಘೆವ್ನ್ ಛಪ್ಪೆ ಫೊಡುನ್ ತಿ ಉಗ್ಡುಕ್ ತಿಯಾಚ್ ಯೊಗ್ಯ್. ತುಕಾ ಅದ್ದಿ ಜಿವಾನಿ ಮಾರುನ್ ಹೊಲ್ಲೆ, ಅನಿ ತಿಯಾ ಬಲಿ ಹೊವ್ನ್ ಮರಲ್ಲ್ಯಾ ವೈನಾ. ತಿಯಾ ಹರಿಎಕ್ ಕುಳ್, ಬಾಶಾ, ದೆಶಾ, ಅನಿ ಜಾತಿಯಾನಿತ್ನಾ ಲೊಕಾಕ್ನಿ ದೆವಾಸಾಟಿ ಇಕಾತ್ ಘೆಟ್ಲೆಯ್.