Revelation 6:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ମଷେଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ଯରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସହେି ଚାରିଜଣ ଜୀବିତପ୍ରାଣୀଙ୍କ ମଧ୍ଯରୁ ଜଣେ ବଜ୍ର ପରି ଉଚ୍ଚ ସ୍ବର ରେ କହିଲେ, ଆସା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣଙ୍କୁ ବଜ୍ରନିର୍ଘୋଷ ସ୍ଵରରେ ଏହା କହୁଥିବା ଶୁଣିଲି, ଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬೊಕ್ಡಾನ್ ತ್ಯಾ ಸಾತ್ ಛಪ್ಪ್ಯಾನಿತ್ಲೊ ಎಕ್ ಛಪ್ಪೊ ಫೊಡುನ್ ಉಗಡಲ್ಲೆ ಮಿಯಾ ಬಗಟ್ಲೊ, ಅನಿ ತ್ಯಾ ಚಾರ್ ಸಾವ್ಜಾನಿತ್ಲ್ಯಾ ಎಕ್ ಸಾವ್ಜಾನ್ ಮೊಟ್ಯಾನ್ “ಯೆ!” ಮನುನ್ ಬೊಬ್ ಮಾರಲ್ಲೆ ಮಾಕಾ ಆಯ್ಕೊ ಯೆಲೆ, ತೊ ಅವಾಜ್ ಗುಡ್ಗುಡ್ಯಾಚ್ಯಾ ಅವಾಜಾ ಸರ್ಕೊ ಹೊತ್ತೊ.