Revelation 6:10 — Compare Translations
7 translations compared side by side
Odia - 1840
"ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉଚ୍ଚ ସ୍ଵରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ,“ಸಗ್ಳ್ಯಾಚ್ಯಾನ್ಕಿ ಮೊಟ್ಯಾ ದೆವಾ, ತಿಯಾ ಪವಿತ್ರ್ ಅನಿ ಖರೊ! ಅಮ್ಕಾ ಜಿವಾನಿ ಮಾರಲ್ಲ್ಯಾ ಹ್ಯಾ ಲೊಕಾಂಚಿ ನ್ಯಾಯ್ ನಿರ್ನಯ್ ನಿತ್ ಕರಿನಸ್ತಾನಾ ಅನಿ ತೆಂಕಾ ಶಿಕ್ಷಾ ದಿ ನಸ್ತಾನಾ ಅನಿ ಕವ್ಡೆ ಪತರ್ ರ್ಹಾತೆಯ್?” ಮನುನ್ ಮೊಟ್ಯಾನ್ ಬೊಬ್ ಮಾರ್ಲ್ಯಾನಿ.