Revelation 6:12 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ମଷେଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତବେେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ୟ୍ଯ ଲୋମ ରେ ତିଆରି ହାଇେଥିବା କଳାକମ୍ବଳ ପରି କଳାବର୍ଣ୍ଣ ହାଇଗେଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ, ମୁଁ ଦେଖିଲି, ମେଷଶାବକ ଷଷ୍ଠ ମୋହର ଭାଙ୍ଗିଲେ; ତତ୍କ୍ଷଣାତ୍ ପ୍ରବଳ ଭୂମିକମ୍ପ ହେଲା। ସୂର୍ଯ୍ୟ କୃଷ୍ଣ ବର୍ଣ୍ଣର କମ୍ବଳ ପରି ଅନ୍ଧକାରମୟ ହେଲା ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,
Odia IRV 2017 (ଓଡିଆ ବାଇବେଲ)
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಬೊಕ್ಡಾನ್ ಸಾವೆಚೊ ಛಪ್ಪೊ ಫೊಡುನ್ ಉಗಡ್ತಲೆ ಮಿಯಾ ಬಗಟ್ಲೊ. ತನ್ನಾ ಮೊಟೊ ಭುಕಂಪ್ ಹೊಲೊ, ಅನಿ ದಿಸ್ ಕಾಳ್ಯಾ ಕಂಬ್ಳ್ಯಾ ಸರ್ಕೊ ಹೊಲೊ, ಅನಿ ಚಂದ್ರಾಮ್ ಸಗ್ಳೊ ರಗ್ತಾ ಸರ್ಕೊ ತಾಂಬ್ಡೊ ಹೊಲೊ.