Revelation 6:13 — Compare Translations
7 translations compared side by side
Odia - 1840
"ପ୍ରବଳ ଝଡ଼ ରେ ଦୋହଲି ଡ଼ିମ୍ବିରି ଗଛରୁ ଅପକ୍ବ ଡ଼ିମ୍ବିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀ ରେ ଝଡ଼ି ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରବଳ ବାୟୁର ଆଘାତରେ ଡିମିରି ବୃକ୍ଷରୁ ଯେପରି ଅପକ୍ଵ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରବଳ ପବନର ଆଘାତରେ ଡ଼ିମିରି ଗଛରୁ କଞ୍ଚା ଫଳ ସବୁ ଝଡ଼ି ପଡ଼ିବା ଭଳି, ନକ୍ଷତ୍ରମାନେ ଆକାଶରୁ ପୃଥିବୀ ଉପରେ ଝଡ଼ି ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ପ୍ରବଳ ବାୟୁ ଆଘାତରେ ଡିମ୍ବିରି ବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟೊ ವಾರೊ ಮಾರಲ್ಲ್ಯಾ ತನ್ನಾ ಹುಂಬ್ರಿಚ್ಯಾ ಝಾಡಾಚಿ ಹನ್ನಾ ಪಡ್ಲ್ಯಾ ಸರ್ಕೆ ಮಳ್ಬಾ ವೈಲ್ಯಾ ಚಿಕ್ಕಿಯಾ ಖಾಲ್ತಿ ಜಿಮ್ನಿ ವರ್ತಿ ಪಡ್ಲ್ಯಾ.