Revelation 6:15 — Compare Translations
7 translations compared side by side
Odia - 1840
"ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସମାନଙ୍କେ ଭିତ ରେ ପୃଥିବୀର ରାଜାମାନେ, ଶାସକମାନେ, ସନୋପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରେତ୍ୟକକ ବ୍ଯକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଚାଇ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ଵାଧୀନ ଲୋକସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ପୃଥିବୀର ସମସ୍ତେ, ରାଜା, ଶାସକ ବା ସେନାନାୟକ, ଧନୀ ଓ ପରାକ୍ରାନ୍ତ, କ୍ରୀତଦାସ ବା ସାଧାରଣ ନାଗରିକ ସମସ୍ତେ ଗୁମ୍ଫାମାନଙ୍କରେ ଓ ପର୍ବତର ପ୍ରସ୍ତର ଉହାଡ଼ ତଳେ ଯାଇ ଲୁଚିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹ್ಯಾ ಜಿಮ್ನಿ ವೈಲೆ ರಾಜಾ, ಅದಿಕಾರಿ ಅನಿ ಸೈನಿಕಾಂಚೆ ಮೊಟೆ-ಮೊಟೆ ಅದಿಕಾರಿ, ಸಾವ್ಕಾರಾ ಅನಿ ತಾಕತ್ವರ್ ಲೊಕಾ, ಅನಿ ಹುರಲ್ಲಿ ಸಗ್ಳಿ ಲೊಕಾ, ಗುಲಾಮಾ ಅನಿ ಸ್ವತಂತ್ರ್ ಅಸಲ್ಲಿ ಸಗ್ಳಿ ಲೊಕಾ, ಢುರ್ಯಾತ್ನಿ ಅನಿ ಮಡ್ಡಿಯಾಂಚ್ಯಾ ಮೊಟ್ಯಾ-ಮೊಟ್ಯಾ ಗುಂಡ್ಯಾಂಚ್ಯಾ ಮುಳಾತ್ನಿ ಜಾವ್ನ್ ನಿಪ್ತ್ಯಾತ್.