Revelation 6:16 — Compare Translations
7 translations compared side by side
Odia - 1840
"ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପର୍ବତ ଓ ଶିଳା ଖଣ୍ଡଗୁଡ଼ିକୁ ଡ଼ାକି କହୁଥିଲେ, “ଆମ ପରେ ପଡ଼ - ସିଂହାସନୋପବିଷ୍ଟ ସେହି ବ୍ୟକ୍ତିଙ୍କ ଦୃଷ୍ଟିରୁ ଓ ମେଷଶାବକଙ୍କ କୋପରୁ ଆମକୁ ଲୁଚାଇ ରଖ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಡ್ಡಿಯಾಕ್ನಿ ಅನಿ ಗುಂಡ್ಯಾಕ್ನಿ ಬಲ್ವುನ್, ಅಮ್ಚ್ಯಾ ವೈನಿ ಯೆವ್ನ್ ಪಡಾ ಅನಿ ಸಿವಾಸನಾ ವರ್ತಿ ಬಸಲ್ಲ್ಯಾಚ್ಯಾ ನದ್ರೆತ್ನಾ ಅನಿ ಬೊಕ್ಡಾಚ್ಯಾ ರಾಗಾತ್ನಾ ಅಮ್ಕಾ ಧಾಪುನ್ ಸೊಡಾ!