Revelation 6:17 — Compare Translations
7 translations compared side by side
Odia - 1840
"ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ କ୍ରୋଧର ଭୟଙ୍କର ଦିବସ ଉପସ୍ଥିତ। କିଏ ତାହା ପ୍ରତିରୋଧ କରିପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಚ್ಯಾ ರಾಗಾಚೊ ಮೊಟೊ ದಿಸ್ ಯೆಲಾ, ತ್ಯೆಚ್ಯಾ ಇದ್ರಾಕ್ ಇಬೆರ್ಹಾವ್ಕ್ ಕೊನಾಚ್ಯಾನ್ ಹೊತಾ? ಮನ್ತ್ಯಾತ್.