Revelation 6:2 — Compare Translations
7 translations compared side by side
Odia - 1840
"ସେଥି ରେ ମୁଁ ମାରେସମ୍ମୁଖ ରେ ଗୋଟିଏ ଧଳା ଘାଡ଼ୋ ଦେଖିଲି। ସହେି ଘୋଡ଼ାର ଆ ରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜଯୀ ହାଇେ ଆହୁରି ଜୟ କରିବାକୁ ବାହାରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦତ୍ତ ଦେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଚାହିଁ ଦେଖିଲି, ଗୋଟିଏ ଶୁକ୍ଲ ବର୍ଣ୍ଣ ଅଶ୍ୱ, ଅଶ୍ୱାରୋହୀ ହସ୍ତରେ ଧନୁ ଧରିଥିଲେ। ତାଙ୍କୁ ଗୋଟିଏ ମୁକୁଟ ପ୍ରଦତ୍ତ ହେଲା ଓ ସେ ଦିଗ୍ବିଜୟୀ ହେବା ପାଇଁ ବାହାରି ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಎಕ್ ಫಾಂಡ್ರೆ ಘೊಡ್ಕೆ ಹೊತ್ತೆ ಮಿಯಾ ಬಗಟ್ಲೊ. ತ್ಯೆಚ್ಯಾ ವರ್ತಿ ಸವಾರಿ ಕರ್ತಲ್ಯಾಕ್ಡೆ ಬಿಲ್ಬಾನ್ ಹೊತ್ತೆ, ಅನಿ ತೆಕಾ ಎಕ್ ಮುಕುಟ್ ದಿಲ್ಲೆ ಹೊತ್ತೆ. ಎಕ್ ಜಿಕುನ್ ಯೆತಲ್ಯಾ ಸೈನಿಕಾಚ್ಯಾ ಬಾಸೆನ್ ತೊ ಸವಾರಿ ಕರುಕ್ ಲಾಗಲ್ಲೊ.