Revelation 7:10 — Compare Translations
7 translations compared side by side
Odia - 1840
"ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉଚ୍ଚ ସ୍ଵରରେ କହୁଅଛନ୍ତି, ପରିତ୍ରାଣ ସିଂହାସନୋପବିଷ୍ଟ ଆମ୍ଭମାନଙ୍କ ଈଶ୍ଵରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉଚ୍ଚ ସ୍ୱରରେ କହୁଥିଲେ, “କେବଳ ସିଂହାସନୋପବିଷ୍ଟ ଈଶ୍ୱର ଓ ମେଷଶାବକ ଆମ୍ଭମାନଙ୍କର ପରିତ୍ରାଣକର୍ତ୍ତା”।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ,“ಸಿವಾಸನಾರ್ ಬಸಲ್ಲ್ಯಾ ಅಮ್ಚ್ಯಾ ದೆವಾಕ್ನಾ ಅನಿ ಬೊಕ್ಡಾಕ್ನಾ ಸುಟ್ಕಾ ಯೆತಾ!” ಮನುನ್ ಮೊಟ್ಯಾನ್ ಬೊಬ್ ಮಾರ್ಲ್ಯಾನಿ.