Revelation 7:11 — Compare Translations
7 translations compared side by side
Odia - 1840
"ପ୍ରାଚୀନମାନେ ଓ ଚାରି ଜଣ ପ୍ରାଣୀ ସଠାେରେ ଥିଲେ। ସବୁ ଦୂତମାନେ ସମାନଙ୍କେର ଓ ସିଂହାସନର ଚାରିପାଖ ରେ ଘରେି ଠିଆ ହାଇେଥିଲେ। ସମାନେେ ସିଂହାସନ ସମ୍ମୁଖ ରେ ପ୍ରଣାମ କରି ପରମେଶ୍ବରଙ୍କ ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି, ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ଵରଙ୍କୁ ପ୍ରଣାମ କରି କହୁଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହାସନକୁ, ବୟୋଜ୍ୟେଷ୍ଠ ନେତାମାନଙ୍କୁ ଓ ଚାରି ପ୍ରାଣୀଙ୍କୁ ଘେରି ସ୍ୱର୍ଗଦୂତମାନେ ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ଭୂମିଷ୍ଠ ହେଲେ ଓ ଈଶ୍ୱରଙ୍କ ଆରାଧନା କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଚୀନମାନେ ଓ ଗ୍ଭରି ଜଣ ପ୍ରାଣୀ ସେଠାରେ ଥିଲେ। ସବୁ ଦୂତମାନେ ସେମାନଙ୍କର ଓ ସିଂହାସନର ଗ୍ଭରିପାଖରେ ଘେରି ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ପ୍ରଣାମ କରି ପରମେଶ୍ୱରଙ୍କ ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ୱରଙ୍କୁ ପ୍ରଣାମ କରି କହୁଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ದೆವ್ದುತಾ ಜಾನ್ತಿ ಲೊಕಾ, ಅನಿ ತಿ ಚಾರ್ ಸಾವ್ಜಾ ಸಿವಾಸನಾಚ್ಯಾ ಭೊತ್ಯಾನಿ ಇಬೆ ರ್ಹಾಲ್ಯಾನಿ. ತನ್ನಾ ತೆನಿ ಸಿವಾಸನಾಚ್ಯಾ ಇದ್ರಾಕ್ ಡಬ್ ಪಡ್ಲ್ಯಾನಿ ಅನಿ ದೆವಾಕ್ ಆರಾದನ್ ಕರುನ್,