Revelation 7:12 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ଆମେନ୍! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!"
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”
Odia IRV 2017 (ଓଡିଆ ବାଇବେଲ)
ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಮೆನ್! ಸುತ್ತಿ, ಮಹಿಮಾ, ಜ್ಞಾನ್, ಧನ್ಯವಾದ್, ಮಾನ್, ಬಳ್, ಅನಿ ಪರಾಕ್ರಮ್ ಸದಾ ಸರ್ವತಾಕ್ ಅಮ್ಚ್ಯಾ ದೆವಾಚೆಚ್ ಹೊಂವ್ದಿತ್! ಆಮೆನ್!” ಮಟ್ಲ್ಯಾನಿ.