Revelation 7:13 — Compare Translations
7 translations compared side by side
Odia - 1840
"ତା'ପରେ ଜଣେ ପ୍ରାଚୀନ ମାେତେ କହିଲେ, ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସମାନେେ କେଉଁଠାରୁ ଆସିଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ବୟୋଜ୍ୟେଷ୍ଠମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, “ଶୁକ୍ଲ ବସ୍ତ୍ରପରିହିତ ସେହି ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಜಾನ್ತ್ಯಾನಿತ್ಲ್ಯಾ ಎಕ್ಲ್ಯಾನ್ ಮಾಕಾ,“ಹಿ ಫಾಂಡ್ರೆ ಝಗೆ ನೆಸಲ್ಲಿ ಲೊಕಾ ಕೊನ್ ಹಿ, ತೆನಿ ಖೈತ್ನಾ ಯೆಲ್ಯಾತ್?” ಮನುನ್ ಮಾಕಾ ಇಚಾರ್ಲ್ಯಾನ್.