Revelation 7:15 — Compare Translations
7 translations compared side by side
Odia - 1840
"ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିଯୋଗୁଁ ସେମାନେ ଈଶ୍ୱରଙ୍କ ମନ୍ଦିରରେ ତାଙ୍କ ସିଂହାସନ ସମ୍ମୁଖରେ ଠିଆ ହୋଇ ଦିବାରାତ୍ରି ତାଙ୍କର ଆରାଧନା କରୁଛନ୍ତି। ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କୁ ଆଶ୍ରୟ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ସେମାନେ ଈଶ୍ୱରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ ದಿಸ್ ರಾತ್ ದೆವಾಚ್ಯಾ ಸಿವಾಸನಾಚ್ಯಾ ಇದ್ರಾಕ್ ಇಬೆ ರ್ಹಾವ್ನ್ ತ್ಯೆಚ್ಯಾ ಗುಡಿತ್ ತೆಚೆ ಆರಾದನ್ ಕರ್ತ್ಯಾತ್. ಸಿವಾಸನಾ ವರ್ತಿ ಬಸಲ್ಲೊ ಅಪ್ನಿ ತೆಂಚ್ಯಾ ಮದ್ದಿ ಹಾಜರ್ ಹೊಲ್ಲ್ಯಾ ವೈನಾ ತೆಂಚಿ ರಾಕನ್ ಕರ್ತಾ.