Revelation 7:17 — Compare Translations

7 translations compared side by side

Odia - 1840
"ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇନେବେ, ପୁଣି ଈଶ୍ଵର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ, ସିଂହାସନ ମଧ୍ୟଭାଗରେ ଉପବିଷ୍ଟ ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ଜୀବନଦାୟକ ଜଳର ଉତ୍ସ ନିକଟକୁ ସେମାନଙ୍କୁ ପଥ କଢ଼ାଇ ନେବେ ଏବଂ ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛି ଦେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସିଂହାସନର ମଧ୍ୟରେ ଥିବା ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼େଇ ନେଇଯିବେ। ପରମେଶ୍ୱର ସେମାନଙ୍କର ଆଖିରୁ ସବୁ ଲୁହ ପୋଛି ଦେବେ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸಿವಾಸನಾಚ್ಯಾ ಮದ್ದಿ ಬಸಲ್ಲೆ ಬೊಕ್ಡು ತೆಂಚೊ ಕುರ್ಬುರ್ ಹೊತಾ, ಅನಿ ತೆಂಕಾ ಜಿವ್ ದಿತಲೆ ಪಾನಿ ಅಸಲ್ಲ್ಯಾ ಝರ್‍ಯಾನಿಕ್ಡೆ ಘೆವ್ನ್ ಜಾತಾ. ಅನಿ ದೆವ್ ತೆಂಚ್ಯಾ ಡೊಳ್ಯಾನಿತ್ಲಿ ಹರಿ ಎಕ್ ದುಕ್ಕಾ ಪುಸುನ್ ಕಾಡ್ತಾ”. ಮನುನ್ ಸಾಂಗಟ್ಲ್ಯಾನ್.