Revelation 7:4 — Compare Translations

7 translations compared side by side

Odia - 1840
"ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ସହସ୍ର ଲୋକ ମୁଦ୍ରାଙ୍କିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୋହର ମରା ହେଲା, ସେମାନଙ୍କର ସଂଖ୍ୟା ୧,୪୪,୦୦୦ ବୋଲି ମୁଁ ଶୁଣିଲି। ସେମାନେ ନିମ୍ନଲିଖିତ ଇଶ୍ରାଏଲୀୟ ବାର ଗୋଷ୍ଠୀର ଲୋକ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಪಾಳಾ ವೈನಿ ದೆವಾಚೊ ಛಪ್ಪೊ ಮಾರುನ್ ವಳಕ್ ಕರಲ್ಲಿ ಲೊಕಾ ಎಕ್ ಲಾಕ್ ಚಾಳಿಸಾರ್ ಚಾರ್ ಹಜಾರ್ ಲೊಕಾ ಮನುನ್ ಮಾಕಾ ಸಾಂಗಟ್ಲ್ಯಾನಿ. ತಿ ಲೊಕಾ ಇಸ್ರಾಯೆಲಾಚ್ಯಾ ಬಾರಾ ಘರಾನ್ಯಾನಿತ್ಲಿ ಲೊಕಾ.