Revelation 7:5 — Compare Translations
7 translations compared side by side
Odia - 1840
"ଯିହୂଦା ପରିବାରବର୍ଗରୁ 12,000, ରୁବେନ ପରିବାରବର୍ଗରୁ 12,000, ଗାଦ୍ ପରିବାରବର୍ଗରୁ 12,000"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ଗୋଷ୍ଠୀରୁ ବାର ହଜାର ହିସାବରେ ସମୁଦାୟ ୧,୪୪,୦୦୦ ଜଣ: ଯିହୁଦା, ରୁବେନ୍, ଗାଦ୍, ଆଶେର୍, ନପ୍ତାଲୀ, ମାନାଶେ, ଶିମିୟୋନ, ଲେବୀ, ଇଷାଖାର, ଜେବୁଲନ, ଯୋଷେଫ, ବେଞ୍ଜାମିନ୍।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ପରିବାରବର୍ଗରୁ 12,000 ରୁବେନ ପରିବାରବର୍ଗରୁ 12,000 ଗାଦ୍ ପରିବାରବର୍ଗରୁ 12,000
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,
Odia IRV 2017 (ଓଡିଆ ବାଇବେଲ)
ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಛಪ್ಪೊ ಮಾರಲ್ಲ್ಯಾನಿತ್ಲಿ ಜುದಾಸಾಚ್ಯಾ ಘರಾನ್ಯಾತ್ಲಿ ಬಾರಾ ಹಜಾರ್ ಲೊಕಾ, ರುಬೆನಾಚ್ಯಾ ಘರಾನ್ಯಾತ್ಲಿ ಬಾರಾ ಹಜಾರ್ ಲೊಕಾ, ಗಾದಾಚ್ಯಾ ಘರಾನ್ಯಾತ್ಲಿ ಬಾರಾ ಹಜಾರ್ ಲೊಕಾ,