Revelation 8:1 — Compare Translations
7 translations compared side by side
Odia - 1840
"ମଷେଶାବକ ସପ୍ତମ ମୁଦ୍ରା ଖାଲିେଲେ। ସେତବେେଳେ ସ୍ବର୍ଗ ରେ ଅଧଘଣ୍ଟା ପର୍ୟ୍ଯନ୍ତ ନୀରବତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରାଣ ଭାଙ୍ଗିଲେ, ସେତେବେଳେ ସ୍ଵର୍ଗରେ ପ୍ରାୟ ଅର୍ଦ୍ଧ ଘଟିକା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ମୁଦ୍ରା ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬೊಕ್ಡಾನ್ ಸಾತ್ವೆಚೊ ಛಪ್ಪೊ ಫೊಡುನ್ ಉಗಡ್ತಾನಾ, ಸುಮಾರ್ ಅರ್ದೊ ತಾಸ್ ಸರ್ಗಾತ್ ಸಗ್ಳೆ ಶಾಂತ್ ಹೊಲ್ಲೆ ಹೊತ್ತೆ.