Revelation 8:10 — Compare Translations

7 translations compared side by side

Odia - 1840
"ଯେତବେେଳେ ତୃତୀୟ ସ୍ବର୍ଗଦୂତ ତୂରୀ ବଜାଇଲେ, ସେତବେେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥା ରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀଯାଂଶ ନଦୀ ଓ ଏକ ତୃତୀଯାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଦୂତ ତୂରୀଧ୍ଵନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ଵଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ସ୍ଖଳିତ ହୋଇ ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ତୃତୀୟ ଦୂତ ତାଙ୍କର ତୂରୀ ବଜାଇଲେ। ସଙ୍ଗେ ସଙ୍ଗେ ଆକାଶରୁ ମଶାଲ ପରି ଏକ ବୃହତ୍ ଜଳନ୍ତା ନକ୍ଷତ୍ର ସମସ୍ତ ନଦୀ ଓ ଝରଣାମାନଙ୍କର ଏକ ତୃତୀୟାଂଶ ଉପରେ ଖସି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୃତୀୟ ସ୍ୱର୍ଗଦୂତ ତୂରୀ ବଜାଇଲେ, ସେତେବେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥାରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀୟାଂଶ ନଦୀ ଓ ଏକ ତୃତୀୟାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತಿನ್ವೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುಲ್ಯಾನ್, ತನ್ನಾ ಎಕ್ ಝಳ್ತಲಿ ಮೊಟಿ ಚಿಕ್ಕಿ ಮಳ್ಬಾ ವೈನಾ ನ್ಹ‍ಯಾಂಚ್ಯಾ ಅನಿ ಪಾನಿಯಾಂಚ್ಯಾ ಝರ್ಯಾಂಚ್ಯಾ ತಿನಾತ್ಲ್ಯಾ ಎಕ್ ಭಾಗಾ ವರ್ತಿ ಪಡ್ಲಿ.

Recommended Reading