Revelation 8:11 — Compare Translations
7 translations compared side by side
Odia - 1840
"ସହେି ତାରାର ନାମ 'ନାଗଦଅଣା' ଥିଲା। ଏହାଦ୍ବାରା ପୃଥିବୀର ଏକ ତୃତୀଯାଂଶ ଜଳଭାଗ ପିତା ହାଇଗେଲା। ଏହି ପିତା ଜଳ ପାନକରି ଅନକେ ଲୋକ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନକ୍ଷତ୍ରର ନାମ ନାଗଦଅଣା । ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
(ସେହି ନକ୍ଷତ୍ରର ନାମ “ତିକ୍ତତା”)। ଫଳରେ ପାନୀୟ ଜଳର ଏକ ତୃତୀୟାଂଶ ତିକ୍ତ ହୋଇଗଲା ଏବଂ ସେହି ପାଣି ପିଇ ଅନେକ ଲୋକଙ୍କର ମୃତ୍ୟୁ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତାରାର ନାମ ‘ନାଗଦଅଣା’ ଥିଲା। ଏହା ଦ୍ୱାରା ପୃଥିବୀର ଏକ ତୃତୀୟାଂଶ ଜଳଭାଗ ପିତା ହୋଇଗଲା। ଏହି ପିତା ଜଳ ପାନକରି ଅନେକ ଲୋକ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ନକ୍ଷତ୍ରର ନାମ ନାଗଦଅଣା (ତିକ୍ତତା)। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಚಿಕ್ಕಿಚೆ ನಾಂವ್, ಕೊಡು ಪಾನಿಯಾಚೊ ತಿನಾತ್ಲೊ ಎಕ್ ಭಾಗ್ ಕೊಡು ಹೊವ್ನ್ ಬದಲ್ಲೊ, ಅನಿ ಹೆ ಪಾನಿ ಫಿಲ್ಲಿ ಸುಮಾರ್ ಲೊಕಾ ಮರುನ್ ಗೆಲಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಹೆ ಕೊಡು ಹೊಲ್ಲೆ ಪಾನಿ ಫಿಲ್ಲ್ಯಾನಿ.