Revelation 8:12 — Compare Translations

7 translations compared side by side

Odia - 1840
"ଯେ ତବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀଯାଂଶ ସୂର୍ୟ୍ଯ, ଏକତୃତୀଯାଂଶ ଚନ୍ଦ୍ର ଓ ଏକତୃତୀଯାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସମାନଙ୍କେ ମଧ୍ଯରୁ ଏକ ତୃତୀଯାଂଶ ଅନ୍ଧକାରମୟ ହାଇଗେଲା। ଦିନ ଓ ରାତ୍ରିର ଏକ ତୃତୀଯାଂଶ ଆଲୋକବିହୀନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ଦୂତ ତୂରୀଧ୍ଵନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ତଦ୍ରୂପ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଚତୁର୍ଥ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ, ସୂର୍ଯ୍ୟର ଏକ ତୃତୀୟାଂଶ, ଚନ୍ଦ୍ରର ଏକ ତୃତୀୟାଂଶ ଓ ନକ୍ଷତ୍ରଗୁଡ଼ିକର ଏକ ତୃତୀୟାଂଶ ବିନଷ୍ଟ ହେଲା। ତେଣୁ ଆଲୋକର ଏକ ତୃତୀୟାଂଶ ଉଜ୍ଜ୍ୱଳତା କମିଗଲା। ଫଳରେ ଦିନର ଏକ ତୃତୀୟାଂଶ ଏବଂ ରାତ୍ରିର ଏକ ତୃତୀୟାଂଶ ଆଲୋକରହିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಚಾರ್‍ವ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುಲ್ಯಾನ್, ತನ್ನಾ ದಿಸಾಚ್ಯಾ ತಿನಾತ್ಲ್ಯಾ ಎಕ್ ಭಾಗಾಕ್ ಮಾರ್ ಹೊಲೊ ಅನಿ ತೊ ಭಾಗ್ ಕಾಳೊಕ್ ಹೊಲೊ. ಅನಿ ಚಂದ್ರಾಮಾಚೊ ಅನಿ ಚಿಕ್ಕಿಯಾಂಚೊ ತಿನಾತ್ಲೊ ಎಕ್ ಭಾಗ್‍ಬಿ ಕಾಳೊಕ್ ಹೊಲೊ, ಅಸೆ ತೆಂಚೊ ಸಗ್ಳ್ಯಾಂಚೊ ತಿನಾತ್ಲ್ಯಾ ಎಕ್ ಭಾಗಾ ಎವ್ಡೊ ಉಜ್ವೊಡ್ ಕಮಿ ಹೊಲೊ. ಅಸೆ ಎಕ್ ದಿಸಾಚೊ ತಿನಾತ್ಲೊ ಎಕ್ ಭಾಗ್ ಅನಿ ರಾಚ್ಚೊ ತಿನಾತ್ಲೊ ಎಕ್ ಭಾಗ್ ಕಾಳೊಕುಚ್ ರ್‍ಹಾತಾ ಉಜ್ವೊಡುಚ್ ರ್‍ಹಾಯ್ನಾ.