Revelation 8:13 — Compare Translations
7 translations compared side by side
Odia - 1840
"ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶ ପକ୍ଷୀ ଉଚ୍ଚ ସ୍ଵରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ଵନୀ କରିବାକୁ ଯାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ଚାହିଁ ଦେଖିଲି, ଆକାଶର ବହୁ ଉଚ୍ଚରେ ଗୋଟିଏ ଉକ୍ର୍ରୋଶ ପକ୍ଷୀ ଉଡ଼ି ଉଡ଼ି ଉଚ୍ଚ ସ୍ୱରରେ କହୁଛି, “ହାୟ! କି ଭୟଙ୍କର! ଅନ୍ୟ ତିନି ଜଣ ଦୂତ ତୂରୀ ବଜାଇବା ସମୟରେ ପୃଥ୍ୱୀବାସୀଙ୍କ ଅବସ୍ଥା କେଡ଼େ ସାଙ୍ଘାତିକ ନ ହେବ!”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେତେବେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜୋର୍ରେ କହିଲା, “ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଳେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಎಕ್ ಘಾರ್ ಮಳ್ಬಾರ್ ವರ್ತಿ ಹುಡ್ತಲಿ ಬಗಟ್ಲೊ ಅನಿ ತ್ಯಾ ಘಾರೆನ್ ಮೊಟ್ಯಾನ್, “ಭಯಂಕರ್! ಹುರಲ್ಲಿ ತಿನ್ ದೆವ್ದುತಾ ಪಂವೆ ವಾಜ್ವುತಲೊ ಅವಾಜ್ ಯೆತಾನಾ ಜಿಮ್ನಿ ವರ್ತಿ ವಸ್ತಿ ಕರುನ್ ಅಸಲ್ಲ್ಯಾಂಚಿ ಗತ್ ಕಾಯ್ ಸಾಂಗು!” ಮನುನ್ ಬೊಬ್ ಮಾರ್ತಲೆ ಮಿಯಾ ಆಯಿಕ್ಲೊ.